Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଜାତୀୟ ପରିବର୍ତ୍ତନ ପାଇଁ ଏକ ସାମଗ୍ରିକ ଶିକ୍ଷା ବ୍ୟବସ୍ଥା ଗୁରୁତ୍ୱପୂର୍ଣ୍ଣ: ପ୍ରଧାନମନ୍ତ୍ରୀ


ଜାତୀୟ ପରିବର୍ତ୍ତନ ପାଇଁ ଏକ ସାମଗ୍ରିକ ଶିକ୍ଷା ବ୍ୟବସ୍ଥା ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି MyGovIndia ଦ୍ୱାରା ଏକ ଟୁଇଟ୍ ସେୟାର କରିବାବେଳେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଗତ ବର୍ଷ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଲାଗି ଏଠାରେ ଏକ ଭଲ ସୁଯୋଗ ସୃଷ୍ଟି ହୋଇଛି

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଜାତୀୟ ପରିବର୍ତ୍ତନ ପାଇଁ ଏକ ସାମଗ୍ରିକ ଶିକ୍ଷା ବ୍ୟବସ୍ଥା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ

ଗତ ବର୍ଷ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଲାଗି ଏଠାରେ ଏକ ଭଲ ସୁଯୋଗ ସୃଷ୍ଟି ହୋଇଛି

 

HS