Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀ ଠାରେ ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ସାକ୍ଷାତ କରିଛନ୍ତି

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛି;

ଆଜି ସକାଳେ ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଜୟରାମ ଠାକୁର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି

HS