Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ମହିଳା ୬୮ କିଲୋଗ୍ରାମ ବର୍ଗରେ କାଂସ୍ୟ ପଦକ ବିଜେତା କୁସ୍ତିଯୋଦ୍ଧା ଦିବ୍ୟାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ, ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ମହିଳା ୬୮ କିଲୋଗ୍ରାମ ବର୍ଗରେ କାଂସ୍ୟ ପଦକ ବିଜେତା କୁସ୍ତିଯୋଦ୍ଧା ଦିବ୍ୟାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ଭାରତର କୁସ୍ତିଯୋଦ୍ଧାମାନେ ସର୍ବୋତ୍ତମ ଓ ଏହା ରାଜ୍ୟଗୋଷ୍ଠୀ କ୍ରୀଡାରେ ସ୍ପଷ୍ଟ ପ୍ରତିଫଳିତ ହୋଇଛି । କାଂସ୍ୟ ପଦକ ଜିତିଥିବାରୁ@DivyaWrestlerଙ୍କ ପାଇଁ ଗର୍ବିତ । ଏହି ସଫଳତାକୁ ଆଗାମୀ ପୀଢି ମନେ ରଖିବେ । ଭବିଷ୍ୟତ ପାଇଁ ତାଙ୍କୁ ଶୁଭକାମନା ।”   

SR