Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

କୁଳଗୁରୁ ସ୍ୱାମୀ ରାଜର୍ଷି ମୁନିଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲାକୁଲିଶ ପରମ୍ପରାର କୁଳଗୁରୁ ସ୍ୱାମୀ ରାଜର୍ଷି ମୁନିଙ୍କ ଦେହାନ୍ତରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ବର୍ଷ ବର୍ଷ ଧରି ଯୋଗ କ୍ଷେତ୍ରକୁ ତାଙ୍କର ଚମତ୍କାର ଅବଦାନକୁ ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି । ସେ ଅମର ଆତ୍ମାର ଶାନ୍ତି ପାଇଁ ପ୍ରାର୍ଥନା କରିଥିଲେ ଏବଂ ଶୋକସନ୍ତପ୍ତ ଅନୁଗାମୀମାନଙ୍କୁ ସମବେଦନା ଜଣାଇଥିଲେ ।

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି:

“ଲାକୁଲିଶ ପରମ୍ପରାର ଗୁରୁ ସ୍ୱାମୀ ରାଜର୍ଷି ମୁନିଙ୍କ ମୃତ୍ୟୁ ଖବର ଅତ୍ୟନ୍ତ ଦୁଃଖଦ । ସେ ଯୋଗର ବିକାଶ ପାଇଁ ବର୍ଷ ବର୍ଷ ଧରି କାର୍ଯ୍ୟ କରିଥିଲେ । ଅମର ଆତ୍ମାର ଶାନ୍ତି ପାଇଁ ପ୍ରାର୍ଥନା ଏବଂ ଶୋକସନ୍ତପ୍ତ ଅନୁଗାମୀମାନଙ୍କୁ ସମବେଦନା ।”

HS