ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅହମ୍ମଦାବାଦରେ ଏକ ର୍ନିମାଣାଧୀନ କୋଠାରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ ପ୍ରଭାବିତ ଲୋକଙ୍କୁ ସ୍ଥାନୀୟ କର୍ତ୍ତୃପକ୍ଷ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ଅହମ୍ମଦାବାଦର ଏକ ର୍ନିମାଣାଧୀନ କୋଠାରେ ହୋଇଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଏହି ଦୁର୍ଘଟଣାରେ ଯେଉଁମାନେ ପରିବାର ସଦସ୍ୟଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା । ମୁଁ ଆଶା କରୁଛି ଆହତମାନେ ଶୀଘ୍ର ସୁସ୍ଥ ହୋଇଯିବେ । ସ୍ଥାନୀୟ କର୍ତ୍ତୃପକ୍ଷ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି: ପ୍ରଧାନମନ୍ତ୍ରୀ”
The mishap at an under-construction building in Ahmedabad is saddening. Condolences to those who have lost their family members in this mishap. I hope the injured recover soon. The local authorities are providing all possible assistance to those affected: PM @narendramodi
— PMO India (@PMOIndia) September 14, 2022
HS