Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମଧ୍ୟପ୍ରଦେଶର ବେତୁଲ ଠାରେ ସଡକ ଦୁର୍ଘଟଣା ମୃତ ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ବେତୁଲ ଠାରେ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ପୀଡିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ସହାୟତା ରାଶି ଘୋଷଣା କରିଛନ୍ତି ।  

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ମଧ୍ୟପ୍ରଦେଶର ବେତୁଲ ଠାରେ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ପ୍ରାଣହାନୀ ବେଶ ଦୁଃଖଦ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା । ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ: PM

 

SR