Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଜମ୍ମୁ ଓ କଶ୍ମୀର ଉପରାଜ୍ୟପାଳ


ଜମ୍ମୁ ଓ କଶ୍ମୀର ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ଜମ୍ମୁ ଓ କଶ୍ମୀର ଉପରାଜ୍ୟପାଳ ଶ୍ରୀ @manojsinha ପ୍ରଧାନମନ୍ତ୍ରୀ @narendramodiଙ୍କୁ ଭେଟିଛନ୍ତି ।” 

 

SR