Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମାଲେସିଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ଦାତୋ’ ସେରି ଅନୱର ଇବ୍ରାହିମଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାଲେସିଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ଦାତୋ ସେରି ଅନୱର ଇବ୍ରାହିମଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ମାଲେସିଆ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଅଭିନନ୍ଦନ ଦାତୋ ସେରି @anwaribrahim । ଭାରତ- ମାଲେସିଆ ବର୍ଦ୍ଧିତ ରଣନୈତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ପାଇଁ ଏକାଠି କାମ କରିବାକୁ ଆଶାବାଦୀ ।

 

SR