ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଓଡିଶା ସରକାରଙ୍କ ମନ୍ତ୍ରୀ ଶ୍ରୀ ନବ କିଶୋର ଦାସ ଜୀଙ୍କ ଦୁର୍ଭାଗ୍ୟଜନକ ଦେହାନ୍ତରେ ଦୁଃଖିତ । ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାରବର୍ଗଙ୍କୁ ସମବେଦନା । ଓମ ଶାନ୍ତି ।”
SR
Saddened by the unfortunate demise of Minister in Odisha Government, Shri Naba Kishore Das Ji. Condolences to his family in this tragic hour. Om Shanti.
— Narendra Modi (@narendramodi) January 29, 2023