Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

କାର୍ମିକ ଓ ପ୍ରଶିକ୍ଷଣ ବିଭାଗ (ଡିଓପିଟି) ଦ୍ୱାରା ଆୟୋଜିତ ଚିନ୍ତନ ଶିବିରରେ ଭାଗ ନେଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କାର୍ମିକ ଓ ପ୍ରଶିକ୍ଷଣ ବିଭାଗ ଦ୍ୱାରା ଆୟୋଜିତ ଚିନ୍ତନ ଶିବିରରେ ଭାଗ ନେଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

@DoPTGoI ଦ୍ୱାରା ଆୟୋଜିତ ଚିନ୍ତନ ଶିବିରରେ ଭାଗ ନେଲି । ଅଧିକାରୀମାନଙ୍କ ସହ ଆଲୋଚନା କରିବା ସହ ବିଭାଗରେ ତାଳମେଳ ଓ ଦକ୍ଷତାକୁ ଆହୁରି ଉନ୍ନତ କରିବାର ଶୈଳୀ ସମ୍ପର୍କରେ ଆଲୋକପାତ କଲି ।  

 

SR