Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଭିୱଣ୍ଡିରେ ଘଟିଥିବା ଦୁଃଖଦ ଘଟଣାରେ ପ୍ରଧାନମନ୍ତ୍ରୀ ମର୍ମାହତ ଅନୁକମ୍ପାରାଶି ଘୋଷଣା କଲେ


ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରାଯାଇଛି:

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ମହାରାଷ୍ଟ୍ରର ଭିୱଣ୍ଡିରେ ଘଟିଥିବା ଦୁଃଖଦ ଘଟଣାରେ ମର୍ମାହତ ହୋଇଛନ୍ତି ଶୋକସନ୍ତପ୍ତ ପରିବାରକୁ ସେ ସମବେଦନା ଜଣାଇବା ସହ  ଆହତଙ୍କ ପାଇଁ ପ୍ରାର୍ଥନା କରିଛନ୍ତି ପିଏମଏନଆରଏଫରୁ ମୃତକଙ୍କ ପରିବାରକୁ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ପ୍ରଦାନ କରଯିବ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ଦିଆଯିବ

 

SR