Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ରାଜସ୍ଥାନର ନାଥଦ୍ୱାରା ସ୍ଥିତ ଶ୍ରୀନାଥଜୀ ମନ୍ଦିରରେ ଦର୍ଶନ ଓ ପୂଜା କଲେ ପ୍ରଧାନମନ୍ତ୍ରୀ

ରାଜସ୍ଥାନର ନାଥଦ୍ୱାରା ସ୍ଥିତ ଶ୍ରୀନାଥଜୀ ମନ୍ଦିରରେ ଦର୍ଶନ ଓ ପୂଜା କଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ରାଜସ୍ଥାନର ନାଥଦ୍ୱାରା ସ୍ଥିତ ଶ୍ରୀନାଥଜୀ ମନ୍ଦିରରେ ଆଜି ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି । ସେ ମନ୍ଦିରର ପୂଜକମାନଙ୍କ ସହ ଆଲୋଚନା କରିବା ସହ ଭଗବାନ ଶ୍ରୀନାଥଙ୍କୁ ଭେଟ ପୂଜା ଅର୍ପଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

ନାଥଦ୍ୱାରାରେ ଭଗବାନ ଶ୍ରୀନାଥଜୀଙ୍କ ଦର୍ଶନ ଓ ଆଶୀର୍ବାଦର ସୌଭାଗ୍ୟ ପ୍ରାପ୍ତ ହେଲା । ତାଙ୍କ ଠାରେ ଦେଶବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ କଲ୍ୟାଣ କାମନା କଲି ।

 

SR