ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ମେ ୨୨ରେ ଭାରତ–ପ୍ରଶାନ୍ତ ମହାସାଗରୀୟ ଦ୍ୱୀପ ସହଯୋଗ ଫୋରମ(ଏଫଆଇପିଆଇସି)ର ତୃତୀୟ ସମ୍ମିଳନୀ ଅବସରରେ ପୋର୍ଟ ମୋରେସବୀଠାରେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଶ୍ରୀ କ୍ରିସ୍ ହିପକିନ୍ସଙ୍କୁ ଭେଟିଛନ୍ତି । ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଏହା ପ୍ରଥମ ଆଲୋଚନା ଥିଲା ।
ଦୁଇ ନେତା ଦ୍ୱିପାକ୍ଷିକ ସହଯୋଗ, ଉପରେ ଆଲୋଚନା କରିବା ସହ ବାଣିଜ୍ୟ, ଶିକ୍ଷା, ସୂଚନା ପ୍ରଯୁକ୍ତି, ପର୍ଯ୍ୟଟନ, ସଂସ୍କୃତି, ଖେଳ ଏବଂ ଲୋକଙ୍କ ମଧ୍ୟରେ ସମ୍ପର୍କ ସମ୍ବନ୍ଧିତ ବିଭିନ୍ନ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ସହମତ ହୋଇଥିଲେ ।
SR
Had an excellent meeting with New Zealand PM @chrishipkins and discussed the full range of India-NZ relations. We talked about how to improve commercial and cultural linkages between our nations. pic.twitter.com/iIyHzEMS4q
— Narendra Modi (@narendramodi) May 22, 2023
PM @narendramodi held a productive meeting with PM @chrishipkins. The leaders reviewed entire spectrum of India-New Zealand bilateral ties. pic.twitter.com/Pp3AgKxY2P
— PMO India (@PMOIndia) May 22, 2023