ଆମ ସମ୍ବିଧାନ ଯେଉଁ ମୂଲ୍ୟବୋଧ ପାଇଁ ଉତ୍ସବ ପାଳିଥାଏ ଗଣତନ୍ତ୍ରର କଳା ଦିନ ତାହାର ସମ୍ପୂର୍ଣ୍ଣ ବିପରୀତ ଥିଲା ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।
ଦେଶରେ ଏମର୍ଜେନ୍ସି ଲାଗୁ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:
‘ଦେଶରେ ଜରୁରିକାଳୀନ ପରିସ୍ଥିତିକୁ ବିରୋଧ କରି ଆମ ଗଣତାନ୍ତ୍ରିକ ଆତ୍ମାକୁ ମଜଭୁତ କରିବା ପାଇଁ କାର୍ଯ୍ୟ କରିଥିବା ସେହି ସମସ୍ତ ସାହସୀ ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ।
ଆମ ଇତିହାସରେ ଏମର୍ଜେନ୍ସିର ସେହି କଳାଦିନ ସର୍ବଦା ସ୍ମରଣୀୟ ହୋଇ ରହିବ, ଯାହା ଆମ ସମ୍ବିଧାନ ଉତ୍ସବ ପାଳୁଥିବା ମୂଲ୍ୟବୋଧର ସମ୍ପୂର୍ଣ୍ଣ ବିପରୀତ ।
SR
I pay homage to all those courageous people who resisted the Emergency and worked to strengthen our democratic spirit. The #DarkDaysOfEmergency remain an unforgettable period in our history, totally opposite to the values our Constitution celebrates.
— Narendra Modi (@narendramodi) June 25, 2023