Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କ ପ୍ରବନ୍ଧ ସେୟାର କଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟସେବାରେ ନିବେଶକୁ ଉଲ୍ଲେଖନୀୟ ଭାବେ ବୃଦ୍ଧି କରାଯିବା ଏବଂ ଶେଷ ମାଇଲ ପର୍ଯ୍ୟନ୍ତ ପହଞ୍ଚି ଭାରତର ସାମଗ୍ରିକ ସ୍ୱାସ୍ଥ୍ୟସେବାରେ ଉନ୍ନତି ଆଣିବା ଉପରେ କେନ୍ଦ୍ର ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରୀ . ମନସୁଖ ମାଣ୍ଡଭ୍ୟଙ୍କ ପ୍ରବନ୍ଧକୁ ସେୟାର କରିଛନ୍ତି

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରାଯାଇଛି:

ଭାରତ ସରକାର କିପରି ଦେଶର ସବୁଠୁ ଦୁର୍ବଳ ଏବଂ ଶେଷ ମାଇଲ ପର୍ଯ୍ୟନ୍ତ ବାସ କରୁଥିବା ଲୋକଙ୍କୁ ସୁଲଭ ଗୁଣବତ୍ତାପୂର୍ଣ୍ଣ ସ୍ୱାସ୍ଥ୍ୟସେବା ପ୍ରଦାନ କରୁଛନ୍ତି ତାହା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ . ମନସୁଖ ମାଣ୍ଡଭ୍ୟ ଦର୍ଶାଇଛନ୍ତି

SR