Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଜନ୍ମବାର୍ଷିକୀରେ ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ . ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କୁ ତାଙ୍କ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି

ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

ମହାନ ରାଷ୍ଟ୍ରବାଦୀ ଚିନ୍ତକ, ଶିକ୍ଷାବିତ୍ ଏବଂ ଭାରତୀୟ ଜନସଂଘ ସଂସ୍ଥାପକ . ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କୁ ତାଙ୍କ ଜନ୍ମ ଜୟନ୍ତୀରେ ଶତ ଶତ ପ୍ରଣାମ ଏକ ସଶକ୍ତ ଭାରତବର୍ଷର ନିର୍ମାଣ ପାଇଁ ସେ ନିଜ ଜୀବନ ସମର୍ପିତ କରିଦେଇଥିଲେ ତାଙ୍କ ଆଦର୍ଶ ଏବଂ ସିଦ୍ଧାନ୍ତ ଦେଶର ସବୁ ପିଢ଼ିକୁ ପ୍ରେରିତ କରିବ

 

SR