Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଭାରତକୁ ଜ୍ଞାନର କେନ୍ଦ୍ର ବନାଇବାରେ ଏନଇପିର ଭୂମିକାକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱୀକାର


ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଜାତୀୟ ଶିକ୍ଷା ନୀତିର ତୃତୀୟ ବର୍ଷପୂର୍ତ୍ତି ଅବସରରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଲିଖିତ ‘ୱାନ୍ସ ଏଗେନ୍‌, ଏ ନଲେଜ୍ ହବ୍‌’ ଆଲେଖ୍ୟକୁ ସେୟାର କରାଯାଇଛି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି:

‘ଜାତୀୟ ଶିକ୍ଷା ନୀତିର ତୃତୀୟ ବର୍ଷପୂର୍ତ୍ତି ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି ଯେ, ଭାରତକୁ ଉଦୀୟମାନ ପ୍ରଯୁକ୍ତିବିଦ୍ୟା କେନ୍ଦ୍ରରେ ପରିଣତ କରିବା ପାଇଁ କିପରି ଏହି ନୀତି ପ୍ରସ୍ତୁତ କରାଯାଇଛି’ ।

SR