Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଗ୍ଲୋବାଲ ଫାଇନାନ୍ସ ସେଣ୍ଟ୍ରାଲ ବ୍ୟାଙ୍କର ରିପୋର୍ଟ କାର୍ଡସ୍ ୨୦୨୩ରେ ‘ଏ+’ ମାନ୍ୟତା ପାଇଥିବାରୁ ଶକ୍ତିକାନ୍ତ ଦାସଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ଗ୍ଲୋବାଲ ଫାଇନାନ୍ସ ସେଣ୍ଟ୍ରାଲ ବ୍ୟାଙ୍କର ରିପୋର୍ଟ କାର୍ଡସ୍ ୨୦୨୩ରେ ଆର୍ବିଆଇ ଗଭର୍ନର ଶ୍ରୀ ଶକ୍ତିକାନ୍ତ ଦାସଙ୍କୁ+’ ମାନ୍ୟତା ମିଳିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଶ୍ରୀ ଦାସ + ମାନ୍ୟତା ପାଇଥିବା ୩ଟି ସେଣ୍ଟ୍ରାଲ ବ୍ୟାଙ୍କ ଗଭର୍ନରଙ୍କ ତାଲିକାର ଶୀର୍ଷରେ ରହିଛନ୍ତି

ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ଏକ ଟୁଇଟର ଜବାବରେ ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

ଆରବିଆଇ ଗଭର୍ନର ଶ୍ରୀ ଶକ୍ତିକାନ୍ତ ଦାସଙ୍କୁ ଅଭିନନ୍ଦନ ବିଶ୍ୱ ସ୍ତରରେ ଆମର ଆର୍ଥିକ ନେତୃତ୍ୱକୁ ପ୍ରତିଫଳିତ କରିଥିବାରୁ ଭାରତ ପାଇଁ ଏହା ଗର୍ବର ବିଷୟ ତାଙ୍କ ଉତ୍ସର୍ଗ ତଥା ଦୂରଦୃଷ୍ଟି ଆମ ଦେଶର ଅଭିବୃଦ୍ଧି ପଥକୁ ସୁଦୃଢ଼ କରିବାରେ ଲାଗିଛି

SR