Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ହିନ୍ଦୀ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ହିନ୍ଦୀ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

ମୋର ସମସ୍ତ ପରିବାରଜନଙ୍କୁ ହିନ୍ଦୀ ଦିବସର ହାର୍ଦ୍ଦିକ ଶୁଭେଚ୍ଛା ହିନ୍ଦୀ ଭାଷା ରାଷ୍ଟ୍ରୀୟ ଏକତା ଏବଂ ସଦ୍ଭାବନାର ସୂତ୍ରକୁ ଆହୁରି ମଜଭୁତ କରୁ ବୋଲି ମୋର କାମନା ’  

SR