ପରଲୋକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକବ୍ୟକ୍ତ କରିଛନ୍ତି ।
ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:
‘ବିଶିଷ୍ଟ ଲେଖିକା ଶ୍ରୀମତୀ ଗୀତା ମେହଟ୍ଟାଙ୍କ ପରଲୋକରେ ମୁଁ ଦୁଃଖିତ । ସେ ଜଣେ ବହୁମୁଖୀ ପ୍ରତିଭାର ଅଧିକାରୀ ଥିଲେ ଏବଂ ଲେଖା ଓ ଚଳଚ୍ଚିତ୍ର ନିର୍ମାଣ ପ୍ରତି ଆଗ୍ରହ ପାଇଁ ମଧ୍ୟ ସେ ଜଣାଶୁଣା । ସେ ପ୍ରକୃତି ଓ ଜଳ ସଂରକ୍ଷଣ ପ୍ରତି ମଧ୍ୟ ବେଶ୍ ଆଗଭର ଥିଲେ । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ସମଗ୍ର ପରିବାର ପ୍ରତି ମୋର ସମବେଦନା ।’
I am saddened by the passing away of noted writer Smt. Gita Mehta Ji. She was a multifaceted personality, known for her intellect and passion towards writing as well as film making. She was also passionate about nature and water conservation. My thoughts are with @Naveen_Odisha…
— Narendra Modi (@narendramodi) September 16, 2023
SR