ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହାଙ୍ଗଝୋଉରେ ଏସିଆନ ଗେମ୍ସ ୨୦୨୨ରେ ପୁରୁଷ ୫୦ ମିଟର ରାଇଫଲ ୩ପିଏସ ଟିମ ଇଭେଂଟରେ ବିଶ୍ୱ ରେକର୍ଡ ସ୍ଥାପନ ଏବଂ ସ୍ୱର୍ଣ୍ଣ ପଦକ ବିଜୟ ନିମନ୍ତେ ସ୍ୱପ୍ନିଳ କୁସାଲେ, ଐଶ୍ୱର୍ଯ୍ୟ ପ୍ରତାପ ସିଂହ ତୋମର ଏବଂ ଅଖିଳ ଶିଓରାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ ନିଜର ଏକ ପୋଷ୍ଟରେ ଲେଖିଛନ୍ତି;
‘‘ଏକ ଚମକ୍ରାର ବିଜୟ, ପ୍ରତିଷ୍ଠିତ ସ୍ୱର୍ଣ୍ଣ ଏବଂ ଏକ ବିଶ୍ୱ ରେକର୍ଡ! ଏସିଆନ ଗେମ୍ସରେ ପୁରୁଷ ୫୦ ମିଟର ରାଇଫଲ ୩ପି ଟିମ ଇଭେଂଟରେ ବିଜୟ ପାଇଁ ସ୍ୱପ୍ନିଳ କୁସାଲେ, ଐଶ୍ୱର୍ଯ୍ୟ ପ୍ରତାପ ସିଂହ ତୋମର ଏବଂ ଅଖିଳ ଶିଓରାନଙ୍କୁ ଶୁଭେଚ୍ଛା । ସେମାନେ ଅସାଧାରଣ ଦୃଢ଼ ସଂକଳ୍ପ ଏବଂ ଟିମୱର୍କ ପ୍ରଦର୍ଶନ କରିଛନ୍ତି ।’’
A stupendous win, prestigious Gold and a world record! Congratulations to @KusaleSwapnil, Aishwary Pratap Singh Tomar and Akhil Sheoran for emerging victorious in the Men’s 50m Rifle 3Ps team event at the Asian Games. They have shown exceptional determination and teamwork. pic.twitter.com/xhuMQUHKZ3
— Narendra Modi (@narendramodi) September 29, 2023
SR
A stupendous win, prestigious Gold and a world record! Congratulations to @KusaleSwapnil, Aishwary Pratap Singh Tomar and Akhil Sheoran for emerging victorious in the Men's 50m Rifle 3Ps team event at the Asian Games. They have shown exceptional determination and teamwork. pic.twitter.com/xhuMQUHKZ3
— Narendra Modi (@narendramodi) September 29, 2023