Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଏସିଆନ୍ ପାରା ଗେମ୍ସରେ ପୁରୁଷ ୧୫୦୦ ମିଟର-ଟି୪୬ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ପ୍ରମୋଦଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏସୀୟ ପାରା ଗେମ୍ସରେ ପୁରୁଷ ୧୫୦୦ ମିଟରଟି୪୬ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ପ୍ରମୋଦଙ୍କୁ ଅଭିନନ୍ଦନ ଜଣାଇଛନ୍ତି

ପ୍ରଧାନମନ୍ତ୍ରୀ ଟ୍ବିଟର ରେ ପୋଷ୍ଟ କରିଛନ୍ତି:

ପୁରୁଷ ୧୫୦୦ ମିଟରଟି୪୬ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ପ୍ରମୋଦଙ୍କୁ ଅଭିନନ୍ଦନ। ଏହା ଏକ ଅସାଧାରଣ ଏବଂ ପ୍ରେରଣାଦାୟକ ପ୍ରଦର୍ଶନ ଥିଲା

 

BS