ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ଥାନୀୟ ଉତ୍ପାଦଗୁଡ଼ିକର ପ୍ରଚାର ପ୍ରସାର ଉପରେ ଏକ ପ୍ରେରଣାଦାୟୀ ଭିଡିଓ ସେୟାର କରି କହିଛନ୍ତି ଯେ ଭୋକାଲ୍ ଫର୍ ଲୋକାଲ୍ ଅଭିଯାନ ସମଗ୍ର ଦେଶରେ ଦ୍ରୁତ ଗତିରେ ଚାଲିଛି । ନମୋ ଆପରେ ସ୍ୱଦେଶୀ ଉତ୍ପାଦ ସହ ସେଲ୍ଫି ସେୟାର କରିବା ଏବଂ ୟୁପିଆଇ ମାଧ୍ୟମରେ ଦେୟ ପଇଠ କରିବାକୁ ଶ୍ରୀ ମୋଦୀ ନାଗରିକମାନଙ୍କୁ ଅନୁରୋଧ କରିଛନ୍ତି।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘‘ସାରା ଦେଶରେ ଭୋକାଲ୍ ଫର୍ ଲୋକାଲ ଆନ୍ଦୋଳନ ଜୋର ଧରିଛି ।’’
The #VocalForLocal movement is getting great momentum across the country. pic.twitter.com/9lcoGbAvoi
— Narendra Modi (@narendramodi) November 6, 2023
HS
The #VocalForLocal movement is getting great momentum across the country. pic.twitter.com/9lcoGbAvoi
— Narendra Modi (@narendramodi) November 6, 2023