Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ


ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ନେଫିଉ ରିଓ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:

‘ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ନେଫିଉ ରିଓ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।’

  SR