ପ୍ୟାରିସ୍ରେ ଇଫେଲ ଟାୱାରରେ ୟୁନିଫାଏଡ୍ ପେମେଣ୍ଟ ଇଣ୍ଟରଫେସ୍ (ୟୁପିଆଇ)କୁ ଔପଚାରିକ ଭାବେ ଆରମ୍ଭ କରାଯିବା ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫ୍ରାନ୍ସକୁ ଶୁଭେଚ୍ଛା ଜଣାଇଛନ୍ତି ।
ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରିବା ଏବଂ ସମ୍ପର୍କ ମଜଭୁତ କରିବାରେ ଏହା ଏକ ଚମତ୍କାର ଉଦାହରଣ ବୋଲି ସେ କହିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘ଏହା ଦେଖି ବେଶ୍ ଭଲ ଲାଗିଲା-ୟୁପିଆକୁ ବିଶ୍ୱସ୍ତରୀୟ କରିବା ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଏହା ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରିବା ଏବଂ ସମ୍ପର୍କ ମଜଭୁତ କରିବାରେ ଏହା ଏକ ଚମତ୍କାର ଉଦାହରଣ । ‘
Great to see this- it marks a significant step towards taking UPI global. This is a wonderful example of encouraging digital payments and fostering stronger ties. https://t.co/jf1sTf41c5
— Narendra Modi (@narendramodi) February 2, 2024
SR