Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଜେଏମଏମ ଲାଞ୍ଚ ମାମଲାରେ ସୁପ୍ରିମକୋର୍ଟଙ୍କ ରାୟକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜେଏମ୍ଏମ୍ ଲାଞ୍ଚ ମାମଲାରେ ସୁପ୍ରିମ୍ କୋର୍ଟଙ୍କ ରାୟକୁ ପ୍ରଶଂସା କରିଛନ୍ତି।

ଏହାକୁ ଏକ ମହାନ ବିଚାର ବୋଲି କହି ପ୍ରଧାନମନ୍ତ୍ରୀ ଟ୍ବିଟର ପୋଷ୍ଟରେ କହିଛନ୍ତି;

“ସ୍ୱାଗତମ୍ !

ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟର ଏକ ମହାନ ରାୟ ଯାହା ସ୍ୱଚ୍ଛ ରାଜନୀତିକୁ ସୁନିଶ୍ଚିତ କରିବ ଏବଂ ବ୍ୟବସ୍ଥା ଉପରେ ଲୋକଙ୍କ ବିଶ୍ୱାସକୁ ଗଭୀର କରିବ।

 

BS