ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ମଲ୍ଟିପଲ୍ ଇଣ୍ଡିପେଣ୍ଡେଣ୍ଟଲି ଟାରଗେଟେବଲ୍ ରି-ଏଣ୍ଟ୍ରି ଭେଇକିଲ୍ (ଏମଆଇଆରଭି) ସହିତ ଅଗ୍ନି–୫ କ୍ଷେପଣାସ୍ତ୍ରର ପ୍ରଥମ ଉଡ଼ାଣ ପରୀକ୍ଷଣ ମିଶନ ଦିବ୍ୟାସ୍ତ୍ର ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିଆରଡିଓ ବୈଜ୍ଞାନିକମାନଙ୍କୁ ପ୍ରଶଂସା କରିଛନ୍ତି।
ପ୍ରଧାନମନ୍ତ୍ରୀ ଟ୍ବିଟର ରେ ପୋଷ୍ଟ କରିଛନ୍ତି –
ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ନିର୍ମିତ ମଲ୍ଟିପଲ୍ ଇଣ୍ଡିପେଣ୍ଡେଣ୍ଟଲି ଟାରଗେଟେବଲ୍ ରି-ଏଣ୍ଟ୍ରି ଭେଇକିଲ୍ (ଏମଆଇଆରଭି) ସହିତ ଅଗ୍ନି–୫ କ୍ଷେପଣାସ୍ତ୍ରର ପ୍ରଥମ ଉଡ଼ାଣ ପରୀକ୍ଷଣ ‘ମିଶନ ଦିବ୍ୟାସ୍ତ୍ର‘ ପାଇଁ ଆମ ଡିଆରଡିଓ ବୈଜ୍ଞାନିକଙ୍କ ପାଇଁ ଗର୍ବିତ।
Proud of our DRDO scientists for Mission Divyastra, the first flight test of indigenously developed Agni-5 missile with Multiple Independently Targetable Re-entry Vehicle (MIRV) technology.
— Narendra Modi (@narendramodi) March 11, 2024
BS