Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତରାଖଣ୍ଡ ରାଜ୍ୟପାଳ


ଉତ୍ତରାଖଣ୍ଡର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ଗୁରମିତ ସିଂହ (ଅବସରପ୍ରାପ୍ତ) ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:

“ଉତ୍ତରାଖଣ୍ଡର ରାଜ୍ୟପାଳ, @LtGenGurmit ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି @narendramodi ”

SR