ମେଘାଳୟ ମୁଖ୍ୟମନ୍ତ୍ରୀ ଶ୍ରୀ କନରାଡ କେ ସାଙ୍ଗମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ପୋଷ୍ଟରେ କୁହାଯାଇଛି;
“ମେଘାଳୟ ମୁଖ୍ୟମନ୍ତ୍ରୀ ଶ୍ରୀ @SangmaConrad ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି । CMO_Meghalay ”
SR
Chief Minister of Meghalaya, Shri @SangmaConrad, met Prime Minister @narendramodi.@CMO_Meghalaya pic.twitter.com/vZMVVmzkdF
— PMO India (@PMOIndia) July 15, 2024