ପୂର୍ବତନ ସାଂସଦ ଶ୍ରୀ ପ୍ରଭାତ ଝାଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ଏହି ଅବସରରେ ପ୍ରଧାନମନ୍ତ୍ରୀ ତାଙ୍କର ସାଂଗଠନିକ କାର୍ଯ୍ୟକୁ ମନେ ପକାଇବା ସହ ସାମ୍ବାଦିକତା କ୍ଷେତ୍ର ପ୍ରତି ତାଙ୍କର ଅବଦାନକୁ ଦୋହରାଇ ଥିଲେ ।
SR
भाजपा के वरिष्ठ नेता और पूर्व सांसद प्रभात झा जी के निधन से अत्यंत दुख हुआ है। मैंने उनकी कार्यशैली को बहुत करीब से देखा है कि संगठन को सशक्त बनाने में उन्होंने किस प्रकार सक्रिय भूमिका निभाई। जनसेवा के अपने कार्यों के साथ ही उन्होंने पत्रकारिता और लेखन के क्षेत्र में भी अमूल्य…
— Narendra Modi (@narendramodi) July 26, 2024