Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଲଦାଖର ଲେଫ୍ଟନାଣ୍ଟ ଗଭର୍ଣ୍ଣର


ଲଦାଖର ଲେଫ୍ଟନାଣ୍ଟ ଗଭର୍ଣ୍ଣର ବ୍ରିଗେଡିୟର (ଡ.) ବି.ଡି. ମିଶ୍ର ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପୋଷ୍ଟ କରାଯାଇଛି;

“ଲଦାଖର ଲେଫ୍ଟନାଣ୍ଟ ଗଭର୍ଣ୍ଣର ବ୍ରିଗେଡିୟର (ଡ.) ବି.ଡି. ମିଶ୍ର ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।”

SR