Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ସମ୍ବିଧାନ ଦିବସ ଓ ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସମ୍ବିଧାନ ଦିବସ ତଥା ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି :

“ଭାରତୀୟ ସମ୍ବିଧାନର ୭୫ତମ ବାର୍ଷିକୀ ତଥା ସମ୍ବିଧାନ ଦିବସ ଅବସରରେ ସମସ୍ତ ଦେଶବାସୀଙ୍କୁ ବହୁତ ଶୁଭକାମନା।

#75YearsOfConstitution

SR