Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ସମ୍ବିଧାନ ଦିବସରେ ସମ୍ବିଧାନ ପ୍ରସ୍ତାବନା ପାଠକଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀ


ସମ୍ବିଧାନ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପିକେ ମିଶ୍ରଙ୍କ ସମେତ ପିଏମଓର ଅନ୍ୟ ଅଧିକାରୀ ଓ ଅଧିକାରୀମାନେ ଆଜି ସମ୍ବିଧାନ ପ୍ରସ୍ତାବନା ପାଠ କରିଛନ୍ତି ।

ଏକ୍ସରେ ଏକ ପୋଷ୍ଟ ଜରିଆରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି:

‘‘ଆଜି ସମ୍ବିଧାନ ଦିବସରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସମ୍ବିଧାନର ପ୍ରସ୍ତାବନା ପାଠ କରାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପିକେ ମିଶ୍ରଙ୍କ ସମେତ ପିଏମଓର ଅନ୍ୟ ଅଧିକାରୀ ଓ ଅଧିକାରୀମାନେ ପ୍ରସ୍ତାବନା ପାଠ କରିଥିଲେ।’’

*******

P.S.