Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବସନ୍ତ ପଞ୍ଚମୀ ଓ ସରସ୍ୱତୀ ପୂଜାରେ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବସନ୍ତ ପଞ୍ଚମୀ ସରସ୍ୱତୀ ପୂଜାରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଏକ୍ସ ଏକ ପୋଷ୍ଟରେ ସେ ଲେଖିଛନ୍ତି:

ସମସ୍ତ ଦେଶବାସୀଙ୍କୁ ପବିତ୍ର ବସନ୍ତ ପଞ୍ଚମୀ ଏବଂ ସରସ୍ୱତୀ ପୂଜାରେ ବହୁତ ବହୁତ ଶୁଭକାମନା

SR