Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଏକ ବଜେଟ୍ ଯାହା ବିକଶିତ ଭାରତ ନିର୍ମାଣର ଆମର ସାମୂହିକ ସଂକଳ୍ପକୁ ଅଧିକ ଗତିଶୀଳ କରିବ : ପ୍ରଧାନମନ୍ତ୍ରୀ


 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ର ବଜେଟ୍ ୨୦୨୫ର ପ୍ରଶଂସା କରି କହିଛନ୍ତି ଏହା ଭାରତର ପ୍ରଗତି ପାଇଁ ଗେମ୍ ଚେଞ୍ଜର୍ ହେବ ବିକଶିତ ଭାରତ ଦିଗରେ ଦେଶର ଯାତ୍ରାକୁ ତ୍ୱାରାନ୍ୱିତ କରିବାରେ ଏହା ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ସେ ଗୁରୁତ୍ୱାରୋପ କରିଛନ୍ତି

କେନ୍ଦ୍ର ବଜେଟ୍, ଏଆଇ, ଖେଳନା ଉତ୍ପାଦନ, କୃଷି, ଚପଲ, ଖାଦ୍ୟ ପ୍ରକ୍ରିୟାକରଣ ଏବଂ ଗିଗ୍ ଅର୍ଥବ୍ୟବସ୍ଥା ସହିତ ଏକାଧିକ କ୍ଷେତ୍ରରେ ନୂତନତା, ଔଦ୍ୟୋଗୀକତା ଏବଂ ନିରନ୍ତର ଅଭିବୃଦ୍ଧି ପାଇଁ ପଥ ଉନ୍ମୁକ୍ତ କରିଛି

ମାଇଗଭ୍ ଦ୍ୱାରା ଏକ ଏକ୍ସ ପୋଷ୍ଟ ଥ୍ରେଡ୍ ଉତ୍ତର ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି :

ଏପରି ଏକ ବଜେଟ୍ ଯାହା ବିକଶିତ ଭାରତ ନିର୍ମାଣର ଆମର ସାମୂହିକ ସଂକଳ୍ପକୁ ଅଧିକ ଗତିଶୀଳ କରିବ

 

SR