Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ୟୁଏସ୍ ଡିପାର୍ଟମେଣ୍ଟ ଅଫ ଗଭର୍ଣ୍ଣମେଣ୍ଟ ଏଫିସିଏନ୍ସି

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ୟୁଏସ୍ ଡିପାର୍ଟମେଣ୍ଟ ଅଫ ଗଭର୍ଣ୍ଣମେଣ୍ଟ ଏଫିସିଏନ୍ସି


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଯୁକ୍ତରାଷ୍ଟ୍ର ଆମେରିକାର ଡିପାର୍ଟ ଅଫ ଗଭର୍ଣ୍ଣମେଣ୍ଟ ଏଫିସିଏନ୍ସି ଆଣ୍ଡ ଟେସଲାର ସିଇଓ ଶ୍ରୀ ଏଲନ ମସ୍କ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀ ଏବଂ ଶ୍ରୀ ମସ୍କ ନବାଚାର, ମହାକାଶ ଗବେଷଣା, କୃତ୍ରିମ ବୁଦ୍ଧିମତା ଏବଂ ସ୍ଥିର ବିକାଶ ଆଦି ପ୍ରସଙ୍ଗରେ ସମ୍ପର୍କ ଦୃଢ଼ କରିବା ଉପରେ ଆଲୋଚନା କରିଥିଲେ । ପ୍ରାଦ୍ୟୋଗିକୀ, ଔଦ୍ୟୋଗିକତା ଏବଂ ଉତ୍ତମ ପ୍ରଶାସନ ଉପରେ ସହଯୋଗ ଦୃଢ଼ କରିବାକୁ ଅବସର ଖୋଜିବାକୁ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା ।

ଏହି ବୈଠକରେ ଶ୍ରୀ ମସ୍କଙ୍କ ପରିବାର ମଧ୍ୟ ଉପସ୍ଥିତ ଥିଲେ ।

SR