Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଡିଜିଟାଲ ରୂପାନ୍ତରଣ ପୁରସ୍କାର ୨୦୨୫ ଜିତିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ


 

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିଜିଟାଲ ରୂପାନ୍ତରଣ ପୁରସ୍କାର ୨୦୨୫ ଜିତିଥିବାରୁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ)କୁ ପ୍ରଶଂସା କରିଛନ୍ତି ବ୍ରିଟେନର ଲଣ୍ଡନ ସ୍ଥିତ ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ ପକ୍ଷରୁ ଆର୍ବିଆଇକୁ ଏହି ଡିଜିଟାଲ ରୂପାନ୍ତରଣ ପୁରସ୍କାର ୨୦୨୫ ପ୍ରଦାନ କରାଯାଇଛି ଏଥିରେ ଆର୍ବିଆଇର ଇନ୍ହାଉସ୍ ଡେଭଲପର୍ ଟିମ୍ ଦ୍ୱାରା ବିକଶିତ ଏହାର ଅଭିନବ ଡିଜିଟାଲ ପଦକ୍ଷେପପ୍ରବାହ ଏବଂ ସାରଥୀକୁ ସ୍ୱୀକୃତି ଦିଆଯାଇଛି

ଏହି ସଫଳତାକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି:

ଏକ ପ୍ରଶଂସନୀୟ ସଫଳତା, ଯାହା ଶାସନରେ ନବାଚାର ଏବଂ ଦକ୍ଷତା ପ୍ରତି ଗୁରୁତ୍ୱକୁ ପ୍ରତିଫଳିତ କରେ

ଡିଜିଟାଲ ନବାଚାର ଭାରତର ଆର୍ଥିକ ଇକୋସିଷ୍ଟମକୁ ମଜବୁତ କରିଚାଲିଛି ଏବଂ ଏହିପରି ଏହା ଅଗଣିତ ଜୀବନକୁ ସଶକ୍ତ କରୁଛି

 

SR