Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ସର୍ଦ୍ଦାର ପଟେଲଙ୍କ ଜୟନ୍ତୀରେ ପ୍ରଣାମ ଜଣାଇଲେ ପ୍ରଧାନମନ୍ତ୍ରୀ

ସର୍ଦ୍ଦାର ପଟେଲଙ୍କ ଜୟନ୍ତୀରେ ପ୍ରଣାମ ଜଣାଇଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ପାଳନ ଅବସରରେ ତାଙ୍କ ଅମ୍ଳାନ ସ୍ମୃତି ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

“ସର୍ଦ୍ଦାର ପଟେଲଙ୍କ ଜୟନ୍ତୀରେ ଆମେ ପ୍ରଣାମ ଜଣାଉଛୁ । ଭାରତକୁ ତାଙ୍କ ଐତିହାସିକ ଅବଦାନ ଓ ଅବିସ୍ମରଣୀୟ ସେବା କେବେ ହେଲେ ଭୁଲିହେବ ନାହିଁ ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।