ରଥ ଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
“ପବିତ୍ର ରଥ ଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା । ପ୍ରତ୍ୟେକଙ୍କ ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଏବଂ ସମୃଦ୍ଧି ଲାଗି ପ୍ରଭୁ ଜଗନ୍ନାଥଙ୍କୁ ଆମେ ପ୍ରାର୍ଥନା ସହିତ ତାଙ୍କର ଆଶୀର୍ବାଦ ଭିକ୍ଷା କରୁଛୁ । ଜୟ ଜଗନ୍ନାଥ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
Best wishes to everyone on the special occasion of the Rath Yatra.
— Narendra Modi (@narendramodi) July 4, 2019
We pray to Lord Jagannath and seek his blessings for the good health, happiness and prosperity of everyone.
Jai Jagannath. pic.twitter.com/l9v36YlUQ5