Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ତିଥିରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

“ଦେଶବାସୀଙ୍କ ହୃଦୟରେ ରହିଥିବା ପୂର୍ବ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କୁ ତାଙ୍କ ଜୟନ୍ତୀରେ କୋଟି କୋଟି ପ୍ରଣାମ,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

******