Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଆଇଏଫଏସ ଦିବସରେ ଭାରତୀୟ ବୈଦେଶିକ ସେବା ଅଧିକାରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ଆଇଏଫଏସ ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ବୈଦେଶିକ ସେବା ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ପ୍ରଧାନମନ୍ତ୍ରୀ ଏକ ଟ୍ଵିଟରେ କହିଛନ୍ତି, “ଆଇଏଫଏସ ଦିବସରେ ସମସ୍ତ ଭାରତୀୟ ବୈଦେଶିକ ସେବା ଅଧିକାରୀଙ୍କୁ ଶୁଭେଚ୍ଛା ରାଷ୍ଟ୍ରୀୟ ସେବା, ବିଶ୍ୱବ୍ୟାପୀ ଜାତୀୟ ସ୍ୱାର୍ଥକୁ ଆଗକୁ ବଢାଇବା ଦିଗରେ ସେମାନଙ୍କର କାର୍ଯ୍ୟ ପ୍ରଶଂସନୀୟ ବନ୍ଦେ ଭାରତ ମିଶନ ଏବଂ ଆମ ନାଗରିକ ତଥା ଅନ୍ୟାନ୍ୟ ଦେଶମାନଙ୍କୁ କୋଭିଡ ସମ୍ବନ୍ଧୀୟ ସହାୟତା ପ୍ରଦାନ କରିବାରେ ସେମାନଙ୍କର ଉଲ୍ଲେଖନୀୟ ଅବଦାନ ରହିଛି

 

**********