Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରତିଷ୍ଠା ଦିବସରେ ଏନଏସଜି ବାହିନୀକୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ଏନଏସଜିର ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏନଏସଜି ବ୍ଲାକ୍ କ୍ୟାଟ୍ କମାଣ୍ଡୋ ଓ ସେମାନଙ୍କ ପରିବାରବର୍ଗଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏନଏସଜି ବ୍ଲାକ୍ କ୍ୟାଟ୍ କମାଣ୍ଡୋ ଓ ସେମାନଙ୍କ ପରିବାରବର୍ଗଙ୍କୁ ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା। ଭାରତର ନିରାପତ୍ତା ରକ୍ଷା କ୍ଷେତ୍ରରେ ଏନଏସଜିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଏହା ସର୍ବୋଚ୍ଚ ସାହସ ଓ ପେସାଦାର ମନୋବୃତ୍ତି ପ୍ରଦର୍ଶନ କରିଥାଏ । ଦେଶକୁ ସୁରକ୍ଷିତ ରଖିବାରେ ଏନଏସଜିର ପ୍ରଚେଷ୍ଟାରେ ଭାରତ ଗର୍ବିତ’, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

 

**********