Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଗୁରୁ ନାନକଙ୍କ ପ୍ରକାଶ ପର୍ବ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ପ୍ରକାଶ ପର୍ବ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି

ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି,ଗୁରୁ ନାନକ ଦେବ ଜୀଙ୍କ ପ୍ରକାଶ ପର୍ବରେ ମୁଁ ତାଙ୍କୁ ନତମସ୍ତକ ହୋଇ ପ୍ରଣାମ ଜଣାଉଛି ସମାଜସେବା ଏବଂ ଏକ ଉତ୍ତମ ବିଶ୍ଵ ପ୍ରତିଷ୍ଠା ଦିଗରେ ତାଙ୍କ ବାଣୀ ଆମକୁ ପ୍ରେରଣା ଯୋଗାଇବ ବୋଲି ଆଶା କରୁଛି 

 

**********