Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପବିତ୍ର ରଥଯାତ୍ରା ଅବସରରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରଥଯାତ୍ରା ଅବସରରେ ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରିଛନ୍ତି ।

‘‘ରଥଯାତ୍ରା ଅବସରରେ ଆପଣ ସମସ୍ତଙ୍କୁ ମୋର ଭବ୍ୟ ଓ ଆନ୍ତରିକ ଶୁଭେଚ୍ଛା । ମହାପ୍ରଭୁ ଶ୍ରୀ ଜଗନ୍ନାଥ ସମସ୍ତଙ୍କୁ ଆଶୀର୍ବାଦ ଓ କରୁଣାର ବାରି ସିଂଚନ କରନ୍ତୁ ।

ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦରେ ଗାଁ, ଗାଁ ର ବିକାଶ ହେଉ, ଗରିବ ଓ କୃଷକର କଲ୍ୟାଣ ହେଉ ଏବଂ ଭାରତ ବିକାଶର ଶୀର୍ଷ ସୋପାନକୁ ସ୍ପର୍ଶ କରୁ,’’ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।