ପ୍ରସିଦ୍ଧ ଗୁଜରାଟୀ କବି ପଦ୍ମଶ୍ରୀ ଶ୍ରୀ ଦାଦୁଦାନ ଗଡଭୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ଶ୍ରୀ ମୋଦୀ କହିଛନ୍ତି, “ଲୋକ ସାହିତ୍ୟ କ୍ଷେତ୍ରରେ କବି ଦାଦ ବାପୁଙ୍କ ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ । ଭଗବାନ ତାଙ୍କ ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
ગુજરાતી ભાષાના જાણીતા કવિ પદ્મશ્રી દાદુદાન ગઢવી (કવિ દાદ બાપુ ) ના અવસાનના સમાચાર અત્યંત દુઃખદ છે. લોક સાહિત્યના ક્ષેત્રે એમનું પ્રદાન હમેશાં યાદ રહેશે. ઈશ્વર સદગત આત્માને શાંતિ પ્રદાન કરે.
— Narendra Modi (@narendramodi) April 27, 2021
**********
TRP/