ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅଧୀନରେ ଆଜି ୯,୫୦, ୬୭, ୬୦୧ ହିତାଧିକାରୀଙ୍କୁ ୨,୦୬, ୬୭, ୭୫, ୬୬,୦୦୦ କୋଟି ଟଙ୍କାର ଅଷ୍ଟମ କିସ୍ତି ଆର୍ଥିକ ସହାୟତା ବଣ୍ଟନ କରିଛନ୍ତି । ଓଡ଼ିଶାର ୨୫,୯୦,୩୧୫ ଜଣ ଚାଷୀ ଏହି ସହାୟତା ରାଶି ପାଇଛନ୍ତି ।
ଭିଡିଓ କନ୍ଫରେନ୍ସିଂ ଯୋଗେ ଏହା ପ୍ରଦାନ କରିବା ପରେ ପ୍ରଧାନମନ୍ତ୍ରୀ କୃଷକମାନଙ୍କ ସହ ମତ ବିନିମୟ କରିଥିଲେ । କେନ୍ଦ୍ର କୃଷିମନ୍ତ୍ରୀ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ ।
ପିଏମ କିଷାନ ହିତାଧିକାରୀମାନଙ୍କ ସହ ଭିଡିଓ କନଫରେନ୍ସି ଜରିଆରେ ମତ ବିନିମୟ କାଳରେ ପ୍ରଧାନମନ୍ତ୍ରୀ ଉତ୍ତରପ୍ରଦେଶର ଉନାଓର ଚାଷୀ ଅରବିନ୍ଦଙ୍କୁ ପ୍ରଶଂସା କରିଥିଲେ । ଅରବିନ୍ଦ ତାଙ୍କ ଅଞ୍ଚଳର ଯୁବଶକ୍ତି ମାନଙ୍କୁ ଜୈବିକ କୃଷି ଓ ନୂତନ କୃଷି ପଦ୍ଧତି ସମ୍ପର୍କରେ ସମ୍ପର୍କରେ ଶିକ୍ଷା ଦେଉଛନ୍ତି । ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର ପାଟ୍ରିକଙ୍କୁ ବହୁଳଭାବେ ଜୈବିକ କୃଷି ପାଇଁ ପ୍ରଶଂସା କରିଥିଲେ । ପ୍ରଧାନମନ୍ତ୍ରୀ ଆନ୍ଧ୍ରପ୍ରଦେଶର ଅନନ୍ତପୁରର ଏନ. ଭେନୁରମ୍ମାଙ୍କୁ ୧୭୦ରୁ ଅଧିକ ଆଦିବାସୀ ଚାଷୀଙ୍କୁ ମାର୍ଗଦର୍ଶନ ଦେଉଥିବାରୁ ପ୍ରଶଂସା କରିଥିଲେ । ମେଘାଳୟର ପାର୍ବତ୍ୟାଂଚଳରେ ଅଦା, ହଳଦୀ, ଡାଲଚିନି ଇତ୍ୟାଦି ଚାଷ କରିଥିବା ପାଇଁ ସେ ରେଭିଷ୍ଟ୍ରାରଙ୍କ ପ୍ରଶଂସା କରିଥିଲେ । ସେ ମଧ୍ୟ ଜାମ୍ମୁ ଓ କାଶ୍ମୀରର ଶ୍ରୀନଗର ନିବାସୀ ଖୁରସିଦ ଅହମ୍ମଦ ସିମଳାମିର୍ଚ୍, କଂଚାଲଙ୍କା ଓ କାକୁଡି ଜୈବିକ କୃଷି ପଦ୍ଧତିରେ ଉତ୍ପାଦନ କରିଛନ୍ତି ତାଙ୍କ ସହ ମତବିନିମୟ କରିଥିଲେ । ଏହି ଯୋଜନା ଅଧୀନରେ ଓଡିଶାରେ ୨୫ଲକ୍ଷ ୯୦ହଜାର ୩୧୫ଜଣ କୃଷକ ୭୨୦କୋଟି ୪୬ଲକ୍ଷରୁ ଉର୍ଦ୍ଧ୍ୱ ଆର୍ଥିକ ସହାୟତା ପାଇଛନ୍ତି ।
ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପ୍ରଥମ ଥର ପାଇଁ ପଶ୍ଚିମବଙ୍ଗର ଚାଷୀମାନେ ଏହି ଯୋଜନା ଦ୍ୱାରା ଉପକୃତ ହେଉଛନ୍ତି । ବୈଶ୍ୱିକ ମହାମାରୀ ସତ୍ୱେ ରେକର୍ଡ ପରିମାଣର ଖାଦ୍ୟଶସ୍ୟ ଓ ପନିପରିବା ଉତ୍ପାଦନ କରିବାକୁ ସେ କୃଷକମାନଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ । ସରକାର ମଧ୍ୟ ପ୍ରତିବର୍ଷ ନ୍ୟୁନତମ ସହାୟକ ମୂଲ୍ୟ ପ୍ରଦାନ କରି ଖାଦ୍ୟଶସ୍ୟ ସଂଗ୍ରହରେ ନୂତନ ରେକର୍ଡ ସୃଷ୍ଟି କରିଛନ୍ତି ।
ଧାନ ସଂଗ୍ରହରେ ନୂତନ ରେକର୍ଡ ସୃଷ୍ଟି ହୋଇଥିବାବେଳେ, ଏବେ ଗହମ ସଂଗ୍ରହରେ ମଧ୍ୟ ନୂତନ ରେକର୍ଡ ହୋଇଛି । ଗତବର୍ଷ ତୁଳନାରେ ଚଳିତବର୍ଷ ଏପର୍ଯ୍ୟନ୍ତ ଶତକଡା ଅଧିକ ଦଶଗୁଣ ଗହମ ସଂଗୃହୀତ ହୋଇଛି । ଏପର୍ଯ୍ୟନ୍ତ ଗହମର ସହାୟକ ମୂଲ୍ୟ ବାବଦ ୫୮ହଜାର କୋଟି ଟଙ୍କା ଚାଷୀମାନଙ୍କ ଖାତାରେ ସିଧାସଳଖ ପହଁଚି ପାରିଛି ।
ଚାଷର ନୂତନ ସମାଧାନ ପନ୍ଥା ଓ ସୁବିଧା ପ୍ରଦାନରେ ସରକାର ସବୁବେଳେ ଚେଷ୍ଟା କରି ଆସୁଛନ୍ତି । ଜୈବିକ କୃଷି ଏହି ପ୍ରଚେଷ୍ଟାର ଏକ ଅଂଶବିଶେଷ । ଜୈବିକ ଚାଷରୁ ଅଧିକ ଲାଭ ମିଳୁଥିବା ବେଳେ ବର୍ତ୍ତମାନ ଅଧିକରୁ ଅଧିକ ଯୁବଚାଷୀ ଏଥିରେ ଆଗ୍ରହ ଦେଖାଉଛନ୍ତି । ଏବେ ଗଙ୍ଗାନଦୀର ଉଭୟ ପାଶ୍ୱର୍ର ପାଞ୍ଚ କିଲୋମିଟର ବ୍ୟାସାର୍ଦ୍ଧ ମଧ୍ୟରେ ଏହି ଚାଷ କରାଯାଉଛି ଯାହା ଯୋଗୁଁ ନଦୀ ନିର୍ମଳ ରହିପାରିବ ।
ବୈଶ୍ୱିକ ମହାମାରୀ କାଳରେ କିଶାନ କ୍ରେଡିଟ୍ କାର୍ଡ ସମୟ ସୀମା ବୃଦ୍ଧି କରାଯିବା ସହ କିସ୍ତି ନବୀକରଣ କାର୍ଯ୍ୟ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ବଢାଯାଇଛି । ନିକଟ ଅତୀତରେ ଦୁଇ କୋଟିରୁ ଅଧିକ କିଷାନ କ୍ରେଡିଟ୍ କାର୍ଡ ଜାରି କରାଯାଇଥିବା ଶ୍ରୀ ମୋଦୀ ପ୍ରକାଶ କରିଥିଲେ ।
ପ୍ରଧାନମନ୍ତ୍ରୀ କହିଥିଲେ ଶହେ ବର୍ଷରେ ଥରେ ବୈଶ୍ୱିକ ମହାମାରୀ ବିଶ୍ୱର ଆହ୍ୱାନ ଜଣାଇଥାଏ ଓ ତାହା ଆମ ସମ୍ମୁଖରେ ଅଦୃଶ୍ୟ ଶତ୍ରୁ ସଦୃଶ୍ୟ । ସରକାର କୋଭିଡ-୧୯ ବିରୁଦ୍ଧରେ ସମସ୍ତ ଶକ୍ତି ଖଟାଇ ସଂଗ୍ରାମ କରୁଛନ୍ତି ଓ ପ୍ରତ୍ୟେକ ସରକାରୀ ବିଭାଗ ଅହୋରାତ୍ର ଦେଶର ଯନ୍ତ୍ରଣା ଲାଘବ କରିବାକୁ ଚେଷ୍ଟା କରି ଚାଲିଛନ୍ତି ।
ଖୁବ୍ ଶୀଘ୍ର ଯେପରି ଅଧିକରୁ ଅଧିକ ଜନସାଧାରଣ ଟିକା ନେବେ ସେଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ମିଳିମିଶି ନିରବଚ୍ଛିନ୍ନ ଉଦ୍ୟମ ଚଳାଇଛନ୍ତି । ଏ ପର୍ଯ୍ୟନ୍ତ ଦେଶରେ ପ୍ରାୟ ୧୮କୋଟି ଲୋକଙ୍କୁ ମଧ୍ୟ ଟିକା ଦିଆଯାଇସାରିଲାଣି । ଦେଶର ସରକାରୀ ଡାକ୍ତରଖାନାଗୁଡିକରେ ମାଗଣା ଟିକା ଦିଆଯାଉଛି । ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ଟିକା ପାଇଁ ପଞ୍ଜୀକରଣ କରିବା ସହ କୋଭିଡ ମାର୍ଗଦର୍ଶିକା ପାଳନ କରିବାକୁ ନିବେଦନ କରିଛନ୍ତି । ଏହି ଟିକା କରୋନା ବିରୁଦ୍ଧରେ ବଡ ସୁରକ୍ଷା ଓ ମାରାତ୍ମକ ସଂକ୍ରମଣରୁ ରକ୍ଷା କରିବ ବୋଲି ସେ କହିଛନ୍ତି ।
ଏଭଳି କଠିନ ପରିସ୍ଥିତିରେ ଅମ୍ଳଜାନ ଯୋଗାଣ ସୁନିଶ୍ଚିତ କରିବାକୁ ସଶସ୍ତ୍ର ସେନା ପୁରା ଦମ୍ରେକାର୍ଯ୍ୟ କରୁଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ରେଳବାଇ ମଧ୍ୟ ଅମ୍ଳଜାନ ପରିବହନ କରୁଛି । ଫାର୍ମା କମ୍ପାନୀ ଗୁଡିକ ମଧ୍ୟ ଅଧିକରୁ ଅଧିକ ଔଷଧ ଉତ୍ପାଦନ କରି ଯୋଗାଉଛନ୍ତି । ଔଷଧ ଓ ଆନୁଷଙ୍ଗିକ ଔଷଧ ସାମଗ୍ରୀର କଳାବଜାରୀ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ରାଜ୍ୟଗୁଡିକୁ ନିବେଦନ କରିଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଭାରତ କଠିନ ସମୟରେ ମଧ୍ୟ ଆଶା ହରାଏ ନାହିଁ ଓ ସମସ୍ତ ଘାତ ପ୍ରତିଘାତ ଉତ୍ସର୍ଗୀକୃତ ଭାବ ଓ ଦୃଢ ଇଚ୍ଛାଶକ୍ତି ବଳରେ ଅତିକ୍ରମ କରିଯିବ । ଦେଶର ଗ୍ରାମାଞ୍ଚଳରେ କୋଭିଡ-୧୯ର ସଂକ୍ରମଣ ପ୍ରତି ସତର୍କ କରାଇ ଦେବା ସହ ଗ୍ରାମ ପଞ୍ଚାୟତଗୁଡିକ ପରିମଳ ଓ ଉପଯୁକ୍ତ ସଚେତନତା ସୁନିଶ୍ଚିତ କରିବାକୁ ପ୍ରଧାନମନ୍ତ୍ରୀ ଆହ୍ୱାନ ଦେଇଛନ୍ତି ।
*****
SM/SLP
8th instalment under #PMKisan is being released. Watch. https://t.co/aTcCrilMKE
— Narendra Modi (@narendramodi) May 14, 2021
आज अक्षय तृतिया का पावन पर्व है, कृषि के नए चक्र की शुरुआत का समय है और आज ही करीब 19 हज़ार करोड़ रुपए किसानों के बैंक खातों में सीधे ट्रांसफर किए गए हैं।
— PMO India (@PMOIndia) May 14, 2021
इसका लाभ करीब-करीब 10 करोड़ किसानों को होगा।
बंगाल के किसानों को पहली बार इस सुविधा का लाभ मिलना शुरू हुआ है: PM
इस वर्ष, अभी तक बीते वर्ष की तुलना में लगभग 10 प्रतिशत अधिक गेहूं एमएसपी पर खरीदा जा चुका है।
— PMO India (@PMOIndia) May 14, 2021
अभी तक गेहूं की खरीद का लगभग 58 हज़ार करोड़ रुपए सीधे किसानों के खाते में पहुंच चुका है: PM @narendramodi
कोरोना की मुश्किल चुनौतियों के बीच जहां किसानों ने कृषि और बागवानी में रिकॉर्ड उत्पादन किया है, वहीं सरकार भी हर साल MSP पर खरीद के नए रिकॉर्ड बना रही है।
— PMO India (@PMOIndia) May 14, 2021
पहले धान की और अब गेहूं की भी रिकॉर्ड खरीद हो रही है: PM @narendramodi
खेती में नए समाधान, नए विकल्प देने के लिए सरकार निरंतर प्रयास कर रही है।
— PMO India (@PMOIndia) May 14, 2021
जैविक खेती को बढ़ावा देना ऐसे ही प्रयास हैं।
इस प्रकार की फसलों में लागत भी कम है, ये मिट्टी और इंसान के स्वास्थ्य के लिए लाभदायक हैं और इनकी कीमत भी ज्यादा मिलती है: PM @narendramodi
100 साल बाद आई इतनी भीषण महामारी कदम-कदम पर दुनिया की परीक्षा ले रही है। हमारे सामने एक अदृश्य दुश्मन है। हम अपने बहुत से करीबियों को खो चुके हैं।
— PMO India (@PMOIndia) May 14, 2021
बीते कुछ समय से जो कष्ट देशवासियो ने सहा है,अनेको लोग जिस दर्द से गुजरे है, तकलीफ से गुजरे है वो मैं भी उतना ही महसूस कर रहा हूं: PM
देशभर के सरकारी अस्पतालों में मुफ्त टीकाकरण किया जा रहा है।
— PMO India (@PMOIndia) May 14, 2021
इसलिए जब भी आपकी बारी आए तो टीका ज़रूर लगाएं।
ये टीका हमें कोरोना के विरुद्ध सुरक्षा कवच देगा, गंभीर बीमारी की आशंका को कम करेगा: PM @narendramodi
बचाव का एक बहुत बड़ा माध्यम है, कोरोना का टीका।
— PMO India (@PMOIndia) May 14, 2021
केंद्र सरकार और सारी राज्य सरकारें मिलकर ये निरंतर प्रयास कर रही हैं कि ज्यादा से ज्यादा देशवासियों को तेज़ी से टीका लग पाए।
देशभर में अभी तक करीब 18 करोड़ वैक्सीन डोज दी जा चुकी है: PM @narendramodi
पीएम किसान सम्मान निधि की राशि आज के कठिन समय में किसान परिवारों के बहुत काम आ रही है।
— Narendra Modi (@narendramodi) May 14, 2021
जरूरत के समय देशवासियों तक सीधी मदद पहुंचे, तेजी से पहुंचे, पूरी पारदर्शिता के साथ पहुंचे, यही सरकार का निरंतर प्रयास है। pic.twitter.com/g6SGrOS80i
बीते कुछ समय से जो कष्ट देशवासियों ने सहा है, उसे मैं भी उतना ही महसूस कर रहा हूं। देश का प्रधान सेवक होने के नाते, आपकी हर भावना का मैं सहभागी हूं।
— Narendra Modi (@narendramodi) May 14, 2021
कोरोना की सेकेंड वेव से मुकाबले में संसाधनों से जुड़े सभी गतिरोध तेजी से दूर किए जा रहे हैं। हम लड़ेंगे और जीतेंगे। pic.twitter.com/R4fral0TSs
कोरोना से बचाव का एक बहुत बड़ा माध्यम है, इसका टीका। इसलिए जब भी आपकी बारी आए तो टीका जरूर लगवाएं। यह टीका कोरोना के विरुद्ध सुरक्षा कवच देगा, गंभीर बीमारी की आशंका को कम करेगा। pic.twitter.com/14abehp4R5
— Narendra Modi (@narendramodi) May 14, 2021