ରାଜ୍ୟ ପ୍ରତିଷ୍ଠା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତେଲଙ୍ଗାନାବାସୀଙ୍କୁ ଶୁଭକାମନା ଜଣାଇଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି,
“ତେଲଙ୍ଗାନାବାସୀଙ୍କୁ ରାଜ୍ୟ ପ୍ରତିଷ୍ଠା ଦିବସରେ ଶୁଭକାମନା ।
ଅନନ୍ୟ ସଂସ୍କୃତିର ଆଶୀର୍ବାଦ ଲାଭ କରିଥିବା ଏହି ରାଜ୍ୟ ଏହାର ପରିଶ୍ରମୀ ଅଧିବାସୀଙ୍କ ଦ୍ଵାରା ଅନେକ କ୍ଷେତ୍ରରେ ଉନ୍ନତ ପ୍ରଦର୍ଶନ କରିଛି । ତେଲଙ୍ଗାନାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ପାଇଁ ପ୍ରାର୍ଥନା କରୁଛି” ।
Best wishes to the people of Telangana on the state’s Formation Day. The state is blessed with a unique culture and hardworking people who have excelled in many areas. Praying for the good health and well-being of the people of Telangana.
— Narendra Modi (@narendramodi) June 2, 2021
**********
TRP/