Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

କିନୌର ଭୂସ୍ଖଳଖ ସମ୍ପର୍କରେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା


କିନୌର ଭୂସ୍ଖଳନଜନିତ ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଜୟରାମ ଠାକୁରଙ୍କ ସହ କଥା ହୋଇଛନ୍ତି । ଜାରି ରହିଥିବା ଉଦ୍ଧାର କାର୍ଯ୍ୟକୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ହୋଇଥିବା ଟ୍ୱିଟରେ କୁହାଯାଇଛି,

“ପ୍ରଧାନମନ୍ତ୍ରୀ @ନରେନ୍ଦ୍ର ମୋଦୀ କିନୌର ଭୂସ୍ଖଳନଜନିତ ସ୍ଥିତି ସମ୍ପର୍କରେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ @ଜୟରାମଠାକୁରବିଜେପିଙ୍କ ସହ ଆଲୋଚନା କରିଛନ୍ତି । ଜାରି ଉଦ୍ଧାରକାର୍ଯ୍ୟକୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।”

 

SR