ମୁଖ୍ୟ ବିଷୟକୁ ଯାଆନ୍ତୁ
A
-
A
A
+
A
A
Search
Search
ଭାଷା
Choose a language
English
Hindi
Assamese
Bengali
Gujarati
Kannada
Malayalam
Manipuri
Marathi
Odia
Punjabi
Tamil
Telugu
Urdu
ମେନୁ
ମୁଖପୃଷ୍ଠା (ହୋମ)
ଖବର
ସଦ୍ୟତମ ଖବର
ମିଡିଆ କଭରେଜ
ମନ୍ କି ବାତ୍
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟ।ଳୟ
ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ସ୍ଵଚ୍ଛତାର ସନ୍ଧାନରେ
ସୂଚନା ଅଧିକାର (ଆରଟିଆଇ)
ଅଧିକାରୀମାନଙ୍କ ତାଲିକା (ପିଏମଓ)
ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର
ପ୍ରଧାନମନ୍ତ୍ରୀଙ୍କ ପାଣ୍ଠି
ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି
ଜାତୀୟ ପ୍ରତିରକ୍ଷା ପାଣ୍ଠି
PM CARES Fund
ପ୍ରଧାନମନ୍ତ୍ରୀଙ୍କ ଗସ୍ତ
ଆନ୍ତର୍ଜାତିକ ଗସ୍ତ
ଘରୋଇ ଗସ୍ତ
ଆପଣଙ୍କ ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପ୍ରଧାନମନ୍ତ୍ରୀଙ୍କୁ ଜାଣନ୍ତୁ
ପୂର୍ବତନ ପ୍ରଧାନମନ୍ତ୍ରୀ ବୃନ୍ଦ
ଶାସନର ରୂପରେଖ
ଏକ ବର୍ଷ
ଦୁଇ ବର୍ଷ
ତିନି ବର୍ଷ
ଚାରି ବର୍ଷ
ଗଣମାଧ୍ୟମ ଲାଇବ୍ରେରୀ
ଫଟୋ ଗ୍ୟାଲେରୀ
ପ୍ରତ୍ୟକ୍ଷ/ଭିଡିଓ ଦେଖନ୍ତୁ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ (ଭିଡିଓ)
ସୂଚନାନକ୍ସା & ଉଦ୍ଧୃତାଂଶ
ଷ୍ଟଲୱାର୍ଟ
ଅଭିଲେଖାଗାର
ସଦ୍ୟତମ ସାମାଜିକ ଗଣମାଧ୍ୟମ ଖବର
ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ
ରିପୋର୍ଟ୍ସ
ଇ-ପୁସ୍ତକ
କେନ୍ଦ୍ର ମନ୍ତ୍ରୀ ପରିଷଦର ମନ୍ତ୍ରୀମାନଙ୍କ ବିଭାଗ
ଡାଉନଲୋଡ଼୍ ପିଏମଓ ମୋବାଇଲ ଆପ
ମେନୁ ବନ୍ଦ କରନ୍ତୁ
ମୁଖପୃଷ୍ଠା (ହୋମ)
ପିଏମଇଣ୍ଡିଆ
ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମିଷ୍ଟର ମାତାମେଲା ସାଇରିଲ ରାମାଫୋସାଙ୍କ ସହ ପ୍ରଧାନମନ୍ତ୍ରୀ (ଜାନୁୟାରୀ 25, 2019)
ରାଷ୍ଟ୍ରପତି ଶ୍ରୀ ରାମ ନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଜାନୁୟାରୀ 25, 2019ରେ ଆନୁଷ୍ଠାନିକ ଅଭ୍ୟର୍ଥନା ସମାରୋହରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମିଷ୍ଟର ମାତାମେଲା ସାଇରିଲ ରାମାଫୋସାଙ୍କୁ ସ୍ଵାଗତ କରୁଛନ୍ତି ।
ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଜାନୁୟାରୀ 25, 2019ରେ ଆନୁଷ୍ଠାନିକ ଅଭ୍ୟର୍ଥନା ସମାରୋହରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମିଷ୍ଟର ମାତାମେଲା ସାଇରିଲ ରାମାଫୋସାଙ୍କ ସହ ରାଷ୍ଟ୍ରପତି ଶ୍ରୀ ରାମ ନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।

ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସଠାରେ ଜାନୁୟାରୀ 25, 2019ରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମିଷ୍ଟର ମାତାମେଲା ସାଇରିଲ ରାମାଫୋସାଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସଠାରେ ଜାନୁୟାରୀ 25, 2019ରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମିଷ୍ଟର ମାତାମେଲା ସାଇରିଲ ରାମାଫୋସାଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସଠାରେ ଜାନୁୟାରୀ 25, 2019ରେ ପ୍ରତିନିଧିମଣ୍ଡଳସ୍ତରୀୟ ଆଲୋଚନାରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମିଷ୍ଟର ମାତାମେଲା ସାଇରିଲ ରାମାଫୋସାଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସଠାରେ ଜାନୁୟାରୀ 25, 2019ରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ରାଜିନାମା ଆଦାନ ପ୍ରଦାନ ଅବସରରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମିଷ୍ଟର ମାତାମେଲା ସାଇରିଲ ରାମାଫୋସାଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।

ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସଠାରେ ଜାନୁୟାରୀ 25, 2019ରେ ମିଳିତ ପ୍ରେସ ବିବୃତି ପ୍ରଦାନ ଅବସରରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମିଷ୍ଟର ମାତାମେଲା ସାଇରିଲ ରାମାଫୋସାଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମିଷ୍ଟର ମାତାମେଲା ସାଇରିଲ ରାମାଫୋସାଙ୍କ ସହ ନୂଆଦିଲ୍ଲୀ ହାଇଦ୍ରାବାଦ ହାଉସଠାରେ ଜାନୁୟାରୀ 25, 2019ରେ ମିଳିତ ପ୍ରେସ ବିବୃତି ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମିଷ୍ଟର ମାତାମେଲା ସାଇରିଲ ରାମାଫୋସାଙ୍କ ସହ ନୂଆଦିଲ୍ଲୀ ହାଇଦ୍ରାବାଦ ହାଉସଠାରେ ଜାନୁୟାରୀ 25, 2019ରେ ମିଳିତ ପ୍ରେସ ବିବୃତି ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମିଷ୍ଟର ମାତାମେଲା ସାଇରିଲ ରାମାଫୋସା ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସଠାରେ ଜାନୁୟାରୀ 25, 2019ରେ ପରିଦର୍ଶକ ପୁସ୍ତିକାରେ ଟିପ୍ପଣୀ ଲେଖୁଛନ୍ତି । ନିକଟରେ ଉପସ୍ଥତି ଅଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ମିଷ୍ଟର ମାତାମେଲା ସାଇରିଲ ରାମାଫୋସା ନୂଆଦିଲ୍ଲୀଠାରେ ଜାନୁୟାରୀ 25, 2019ରେ ପ୍ରଥମ IBSA ଗାନ୍ଧୀ-ମାଣ୍ଡେଲା ସ୍ମାରକୀ ଫ୍ରିଡମ ବତ୍କୃତା ପ୍ରଦାନ କରୁଛନ୍ତି ।

ନୂଆଦିଲ୍ଲୀଠାରେ ଜାନୁୟାରୀ 25, 2019ରେ ଆୟୋଜିତ ଭାରତ-ଦକ୍ଷିଣ ଆଫ୍ରିକା ବ୍ୟାପାର ମଞ୍ଚରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ 25, 2019ରେ ନୂଆଦିଲ୍ଲୀଠାରେ ଭାରତ-ଦକ୍ଷିଣ ଆଫ୍ରିକା ବ୍ୟାପାର ମଞ୍ଚକୁ ସମ୍ବୋଧନ କରୁଛନ୍ତି ।