PM pays tribute at the ‘Tomb of Unknown Soldier’
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଅଗଷ୍ଟ ୨୫ରେ ଏଥେନ୍ସରେ ‘ଟମ୍ବ୍ ଅଫ୍ ଅନନୋନ୍ ସୋଲ୍ଜର’ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ପ୍ରଧାନମନ୍ତ୍ରୀ ‘ଅଜ୍ଞାତ ସୈନିକଙ୍କ ସମାଧି’ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ପରେ ସେ ଏକ ଔପଚାରିକ ଗାର୍ଡ ଅଫ୍ ଅନର ଗ୍ରହଣ କରିଥିଲେ ।
SR